ଘାଟି ତଳକୁ ଖସିଲା ବସ୍: ଚାଲିଗଲା ୧୧ ଜଣଙ୍କ ଜୀବନ...
ଶ୍ରୀନଗର,୧୪।୯: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାର ବରେରୀ ନାଲ୍ଲା ନିକଟ ଘାଟି ତଳକୁ ବୁଧବାର ଏକ ବସ୍ ଖସପଡିଛି। ଏହି ଦୁର୍ଘଟଣାରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଆହତ ହୋଇଛନ୍ତି। ତେବେ ସ୍ଥାନୀୟ ଲୋକ, ପୋଲିସ ଏବଂ ସେନା ପକ୍ଷରୁ ଉଦ୍ଧାର କାର୍ଯ୍ୟ ଆରମ୍ଭ ଜାରି ରଖିଛି। ଆହତଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାକୁ ପଠାଯାଇଛି।

