ପୁଲିସ ଇନ୍‌ଫର୍ମର ସନ୍ଦେହରେ ଜଣକୁ ହତ୍ୟା,ପରେ ଜାଳିଲେ ଗାଡ଼ି...

ପୁଲିସ ଇନ୍‌ଫର୍ମର ସନ୍ଦେହରେ ଜଣକୁ ହତ୍ୟା,ପରେ ଜାଳିଲେ ଗାଡ଼ି...

କନ୍ଧମାଳ, ୨୫/୧୦ : କନ୍ଧମାଳ ଜିଲ୍ଲାରେ ନକ୍ସଲମାନେ ବର୍ବରକାଣ୍ଡ ଘଟାଇଛନ୍ତି। ପୁଲିସ ଇନ୍‌ଫର୍ମର ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ଗଳାକାଟି ହତ୍ୟା କରିଥିବା ବେଳେ ଠିକା କମ୍ପାନୀର ୫ଟି ଗାଡିକୁ ଜାଳି ଦେଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ପରିଚୟ ନୀଳକଣ୍ଠ ମଲିକ ବୋଲି ଜଣାପଡ଼ିଛି।

   Ad..



ସୂଚନା ଅନୁସାରେ ଗତକାଲି କିଛି ସଶସ୍ତ୍ର ନକ୍ସଲ ନୀଳକଣ୍ଠଙ୍କ ଘରକୁ ଆସି ତାଙ୍କୁ ଡାକି ନେଇଥିଲେ। ପରେ ତାଙ୍କର ଗଳାକାଟି ହତ୍ୟା କରିଥିଲେ। KKBN ସିପିଆଇ ନକ୍ସଲ ଡିଭିଜନାଲ କମିଟି ଏଭଳି କାଣ୍ଡ ଭିଆଇଥିବା ଜଣାପଡ଼ିଛି।

  Ad..






Edited by k.s thakur...

Post a Comment

Previous Post Next Post