ଗଛରେ ପିଟି ହେଲା ପରିବା ବୋଝେଇ ଟ୍ରକ, ଦୁଇ ମୃତ...

ଗଛରେ ପିଟି ହେଲା ପରିବା ବୋଝେଇ ଟ୍ରକ, ଦୁଇ ମୃତ...

ଭଞ୍ଜନଗର, ୧୮/୧୧: ତାରାସିଙ୍ଗ ଥାନା ଅନ୍ତର୍ଗତ କୋକୋଳଵା ଗାଁ ନିକଟରେ ଭାରସାମ୍ୟ ହରାଇ ଗଛରେ ପିଟି ହେଲା ପରିବା ବୋଝେଇ ଟ୍ରକ୍ । ଘଟଣାସ୍ଥଳରେ ଡ୍ରାଇଭର ଓ ହେଲ୍ପରଙ୍କ ମୃତ୍ୟୁ ।

   Ad..



ଖବର ପରିବେଷଣ କରିବା ପର୍ଯ୍ୟନ୍ତ ମୃତକଙ୍କ ପ୍ରକୃତ ପରିଚୟ ମିଳିନଥିବା ବେଳେ ଦୁହେଁ ମହାରାଷ୍ଟ୍ରର ବୋଲି ଜଣାପଡିଛି । ମହାରାଷ୍ଟ୍ରରୁ ପରିବା ନେଇ ଗଞ୍ଜାମ ଆସୁଥିବା ବାଟରେ ଘଟିଛି ଦୁର୍ଘଟଣା । ତାରାସିଙ୍ଗ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।






Edited by k.s thakur...

Post a Comment

Previous Post Next Post