ଫର୍ଣ୍ଣିଚର ଦୋକାନରେ ଭୟାବହ ଅଗ୍ନିକାଣ୍ଡ, ନିଆଁରେ ପୋଡ଼ି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ...

ଫର୍ଣ୍ଣିଚର ଦୋକାନରେ ଭୟାବହ ଅଗ୍ନିକାଣ୍ଡ, ନିଆଁରେ ପୋଡ଼ି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ...

ଭୁବନେଶ୍ଵର, ୨୯/୧୧ : ଭୁବନେଶ୍ଵର ଜଗନ୍ନାଥ ନଗରରେ ଥିବା ଏକ ଫର୍ଣ୍ଣିଚର ଦୋକାନରେ ମଙ୍ଗଳବାର ଭୋର୍ ୪ଟା ବେଳେ ହଠାତ୍ ନିଆଁ ଲାଗି ଯାଇଥିଲା।ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି।
    Ad..



ସୂଚନା ଅନୁସାରେ, ଭୁବନେଶ୍ଵର ଜଗନ୍ନାଥ ନଗରରେ ଥିବା ଏକ ଫର୍ଣ୍ଣିଚର ଦୋକାନରେ ମଙ୍ଗଳବାର ଭୋର୍ ୪ ଟା ସମୟରେ  ହଠାତ୍ ନିଆଁ ଲାଗି ଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଦୀର୍ଘ ସମୟ ପରେ ନିଆଁକୁ ଆୟତ୍ତ କରାଯାଇଛି। ଏଥିରେ ଅନେକ ମୂଲ୍ୟବାନ ସାମଗ୍ରୀ ଜଳି ପୋଡ଼ି ପାଉଁଶ ହୋଇଯାଇଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।






Edited by k.s thakur...

Post a Comment

Previous Post Next Post