ବିଷାକ୍ତ ମଦ ପିଇ ୨୦ରୁ ଉର୍ଦ୍ଧ୍ୱ ଅସୁସ୍ଥ, ୪ ଗୁରୁତର ମେଡିକାଲରେ ଭର୍ତ୍ତି...

ବିଷାକ୍ତ ମଦ ପିଇ ୨୦ରୁ ଉର୍ଦ୍ଧ୍ୱ ଅସୁସ୍ଥ, ୪ ଗୁରୁତର ମେଡିକାଲରେ ଭର୍ତ୍ତି...


ବ୍ରହ୍ମପୁର,୨୦/୦୮ : ବିଷାକ୍ତ ମଦ ପିଇ ୨୦ରୁ ଉର୍ଦ୍ଧ୍ୱ ଅସୁସ୍ଥ। ଗୁରୁତର ଅବସ୍ଥାରେ ୪ଜଣଙ୍କୁ ବ୍ରହ୍ମପୁର ଏମକେସିଜି ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଚିକିଟି ଏନଏସି ଅନ୍ତର୍ଗତ କରବାଳୁଆ ଓ ଜେନାପୁରର ମାଉନ୍ଦୁପରୁ ଗାଁରୁ ଏଭଳି ଘଟଣା ସାମ୍ନାକୁ ଆସିଛି। 

Ad..


ରନ୍ଧା ଦେଶୀ ମଦ ପ୍ରସ୍ତୁତରୁ ଏଭଳି ହୋଇଥିବା ସନ୍ଦେହ କରାଯାଉଛି। ୨୦ରୁ ଅଧିକ ବ୍ୟକ୍ତି ଏହି ବିଷାକ୍ତ ମଦ ପିଇ ଅସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪ ଗୁରୁତରଙ୍କୁ ବ୍ରହ୍ମପୁର ଏମକେସିଜି ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

           Ad..






Edited by k.s thakur...







Post a Comment

Previous Post Next Post