ଭଟଲି ନିର୍ବାଚନୀ ମଣ୍ଡଳୀ ଅନ୍ତର୍ଗତ ଘେଁସ ଗ୍ରାମରେ ସ୍ୱାଧୀନତା ସଂଗ୍ରାମୀ ଭଗବାନ ବିର୍ସାମୁଣ୍ଡା ଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ପାଳିତ...
ବରଗଡ଼,୧୫/୧୧ : ଆଜି ଭଟଲି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଘେସ ଉଚ୍ଚ ଦିଦ୍ୟାଳୟ ଖେଳ ପଡିଆରେ ଭାରତୀୟ ସ୍ଵାଧୀନତା ସଂଗ୍ରାମୀ ତଥା ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ତଥା ଜିଲ୍ଲାସ୍ତରୀୟ ଜନଜାତୀୟ ଗୌରବ ଦିବସ ସମାରୋହ ପ୍ରଦତ୍ତ କାର୍ଯ୍ୟସୂଚି ଅନୁଯାଇ ଅନୁଷ୍ଠିତ ହୋଇ ଯାଇଛି।
Ad..
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବରଗଡ଼ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ, ଭଟଲି ବିଧାୟକ ଶ୍ରୀ ଇରାଶିଷ ଆଚାର୍ଯ୍ୟ , ବରଗଡ଼ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋଇଲ, ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କୁନାଲ ମୋତିରାମ ଚୌହାନ ଆଦି ଯୋଗ ଦେଇଥିଲେ, ମହାନ ଜନ ନାୟକ ସ୍ୱାଧୀନତା ସଂଗ୍ରାମୀ ଭଗବାନ ବିର୍ସାମୁଣ୍ଡା ଙ୍କ ୧୫୦ ତମ ଜୟନ୍ତୀ କାର୍ଯ୍ୟକ୍ରମ ରେ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀ ଙ୍କ କର କାମଳରେ ପାଖା ପାଖି ୬୬୦୦ କୋଟି ଟଙ୍କା ର ବିଭିନ୍ନ ଯୋଜନା ମନ ଶୁଭାରମ୍ଭ, ଶିଳାନ୍ୟାସ, ଏବଂ ଲୋକାର୍ପଣ ହୋଇଥିଲା।
Report : Bijay ku sahu
Edited by k.s thakur...


