ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ...

ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ...


ପଦମପୁର,୧୪/୧୨ :-  ରାଜବୋଡ଼ା ସମ୍ବର ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚବିଦ୍ୟାଳୟ ପୁରେନା ପରିସର ମଧ୍ୟରେ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି। ବରିଷ୍ଠ ବିଜ୍ଞାନ ଶିକ୍ଷକ ଶ୍ରୀ ପ୍ରମୋଦ ନାଥଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସଭା ରେ ବରିଷ୍ଠ ଅତିଥି ଶିକ୍ଷକ ଶ୍ରୀ ଅକ୍ଷୟ କୁମାର ବେହେରା ଉପସ୍ଥିତ ଥିଲେ। 

             Ad..


ଶ୍ରୀ ନାଥ ତାଙ୍କର ଅଭିଭାଷଣରେ ଶକ୍ତି ସଂରକ୍ଷଣ ର ତାତ୍ପର୍ଯ୍ୟ ବିଶଦ ଭାବରେ ବୁଝାଇଥିଲେ । ଏହି ଅବସରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତା ର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ସମସ୍ତ କାର୍ଯ୍ୟରେ ଶ୍ରୀ ସୁରେଶ ପଟେଲ ସହଯୋଗ କରିଥିଲେ।



Report : Bijay ku sahu

Edited by k.s thakur...



Post a Comment

Previous Post Next Post