ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ସ୍ଥଗିତ ରହିଥିବା ନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଙ୍କ ସୂଚନା...

ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ସ୍ଥଗିତ ରହିଥିବା ନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଙ୍କ ସୂଚନା...


ଭୁବନେଶ୍ବର,୧୬/୧୨ :  ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ସ୍ଥଗିତ ରହିଥିବା ନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯାଞ୍ଚ ପ୍ରକ୍ରିୟା ଶେଷ କରିନଥିବା ହିତାଧିକାରୀଙ୍କୁ ସରକାର ଶେଷ ସୁଯୋଗ ଦେଇଛନ୍ତି ଇ କେୱାଇସି ଏବଂ ବାଇଓମେଟ୍ରିକ ଜରିଆରେ। 

Ad..


ଆସନ୍ତା ୨୫ ତାରିଖରେ ମିଳିଥାନ୍ତା ଟଙ୍କା। ହେଲେ ସବିଶେଷ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇ ନଥିବାରୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ହୋଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

    Ad..


ଯାଞ୍ଚ ପ୍ରକ୍ରିୟା ଶେଷ କରିନଥିବା ହିତାଧିକାରୀଙ୍କୁ ସରକାର ଶେଷ ସୁଯୋଗ ଦେଇଛନ୍ତି। ଇ କେୱାଇସି ଏବଂ ବାଇଓମେଟ୍ରିକ ଜରିଆରେ ତୁରନ୍ତ ସୁଭଦ୍ରା ଯାଞ୍ଚ ପ୍ରକ୍ରିୟା ଶେଷ କରନ୍ତୁ। ଏ ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। 



Edited by k.s thakur...


Post a Comment

Previous Post Next Post