ଗୋବିନ୍ଦପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ଅନୁଷ୍ଠିତ...
ବରଗଡ଼,୧୮/୧୨ : ବରଗଡ଼ ବ୍ଲକ ଗୋବିନ୍ଦପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଟିତ ହୋଇ ଯାଇଛି।
Ad..
ପ୍ରଧାନ ଶିକ୍ଷକ ମଳୟ ବାରିକ ଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଓ କ୍ରୀଡା ଶିକ୍ଷକ ଅଂଗ୍ରୋଜ ଦଣ୍ଡସେନା ଙ୍କ ସଂଯୋଜନା ରେ ଅନୁଷ୍ଟିତ ଏହି ପ୍ରତିଯୋଗିତା କୁ ସ୍ଥାନୀୟ ସରପଞ୍ଚ ପ୍ରଫୁଲ୍ଲ କୁମାର ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶୁଭ ଉଦ୍ଘାଟନ କରି ଥିଲେ।
Ad..
ଏହି ଅବସର ରେ ଛାତ୍ର ଛାତ୍ରୀ ମାନେ ବିଭିନ୍ନ ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରିଥିଲେ।
Report : Bijay ku sahu
Edited by k.s thakur...



