ପାରା ଆଥଲେଟ୍ ପାୟଲ ନାଗଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ...

ପାରା ଆଥଲେଟ୍ ପାୟଲ ନାଗଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ...


ଭୁବନେଶ୍ବର,୧୩/୦୧ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପାରା ଆଥଲେଟ୍ ପାୟଲ ନାଗଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସ‌ରେ କହିଛନ୍ତି, ନିଜର କଠିନ ପରିଶ୍ରମ ବଳରେ ଷଷ୍ଠ ଜାତୀୟ ତୀରନ୍ଦାଜ ପ୍ରତିଯୋଗିତାରେ ସ୍ଵର୍ଣ୍ଣ ପଦକ ବିଜେତା ଓଡ଼ିଶାର ଗର୍ବ।

           Ad..


ମୁଁ ପାରା ଆଥଲେଟ୍ ପାୟଲ ନାଗଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ଶାରୀରିକ ଦିବ୍ୟାଙ୍ଗତା ସତ୍ତ୍ୱେ ନିଜର ଲକ୍ଷ୍ୟ ପୂରଣ ପାଇଁ ତାଙ୍କର ନିଷ୍ଠା, ଏକାଗ୍ରତା ଏବଂ ପ୍ରୟାସ ଆଜି ତାଙ୍କୁ ସଫଳତା ଆଣିଦେଇଛି।

Ad..


ତାଙ୍କର ଉଜ୍ଜଳ ଭବିଷ୍ୟତ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି ମୁଖ୍ୟମନ୍ତୀ ସୋସିଆଲ ମିଡିଆ ଏକ୍ସ‌ରେ ଲେଖିଛନ୍ତି।

     Ad..




Edited by k.s thakur...


Post a Comment

Previous Post Next Post