ଆୟୁଷ୍ମାନ ଭାରତ ଯୋଜନାରେ ମହିଳାଙ୍କୁ ମିଳିବ ୧୦ ଲକ୍ଷ ଟଙ୍କା: ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ...

ଆୟୁଷ୍ମାନ ଭାରତ ଯୋଜନାରେ ମହିଳାଙ୍କୁ ମିଳିବ ୧୦ ଲକ୍ଷ ଟଙ୍କା: ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ...


ଭୁବନେଶ୍ୱର,୦୧/୦୧ : ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଙ୍କ ବଡ଼ ସୂଚନା। ଫେବୃଆରୀରେ ରାଜ୍ୟରେ ଲାଗୁ ହେବ ବହୁ ପ୍ରତୀକ୍ଷିତ ଆୟୁଷ୍ମାନ ଭାରତ ଯୋଜନା। ଆୟୁଷ୍ମାନ ଯୋଜନାରେ ମାଗଣା ସ୍ୱାସ୍ଥ୍ୟ ସେବା ପାଇବେ ସାଢ଼େ ୩ କୋଟି ଲୋକ

             Ad..


ପୁରୁଷଙ୍କ ପାଇଁ ୫ ଲକ୍ଷ ଏବଂ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଚିକିତ୍ସା ସୁବିଧା ମିଳିବ ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଦେଶରେ ୩୦,୦୦୦ ରୁ ଅଧିକ ହସ୍ପିଟାଲରେ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ କାର୍ଡ କାମ କରିବ।

       Ad..


e-KYC ଡାଟାବେସକୁ ଆଧାର କରି କାର୍ଡ ଦିଆଯିବ। ଏକ କୋଟି ପରିବାରର ତଥ୍ୟ ସରକାରଙ୍କ ପାଖରେ ଅଛି ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ।

     Ad..



Edited by k.s thakur...


Post a Comment

Previous Post Next Post