ଶ୍ରୀମନ୍ଦିରରେ ଅଘଟଣ: ଭିତରକାଠ ନିକଟରେ ରକ୍ତଛିଟା...

ଶ୍ରୀମନ୍ଦିରରେ ଅଘଟଣ: ଭିତରକାଠ ନିକଟରେ ରକ୍ତଛିଟା...


ପୁରୀ,୧୬/୦୨ : ଶ୍ରୀମନ୍ଦିରରେ ଅଘଟଣ। ଭିତରକାଠ ନିକଟରେ ରକ୍ତଛିଟା ପଡ଼ିବାରୁ ମହାପ୍ରଭୁଙ୍କର ଚାଲିଛି ବଡ଼ ମହାସ୍ନାନ ନୀତି। ଏଥିପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି।

             Ad..


ଶ୍ରୀମନ୍ଦିରରେ ଜାରି ରହିଛି ବଡ଼ ମହାସ୍ନାନ ନୀତି। ବଡ଼ ମହାସ୍ନାନ ନୀତି ପାଇଁ ଦର୍ଶନ ବନ୍ଦ ରହିଛି। ଭିତର କାଠରେ ରକ୍ତ ପଡ଼ିଥିବାରୁ ଏହି ବଡ଼ ମହାସ୍ନାନ କରାଯାଉଛି। ପ୍ରାୟ ୨ରୁ ଅଢ଼େଇ ଘଣ୍ଟା ମହାସ୍ନାନ ନୀତି ସରିବା ପରେ ଦର୍ଶନ ସ୍ୱାଭାବିକ ହେବ। 

ଆଜି ରୋଷ ହୋମ ନୀତି ସରି ପରବର୍ତ୍ତୀ ନୀତି ଆରମ୍ଭ ହେବାକୁ ଯିବାବେଳେ ସକାଳ ସାଢେ ୮ଟାରେ ରକ୍ତ ପଡ଼ିଥିବା ଜଣାପଡ଼ିଥିଲା।



Edited by k.s thakur...

Post a Comment

Previous Post Next Post