'ନକ୍ସା' ଯୋଜନାର ଶୁଭାରମ୍ଭ କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ...
ଖୋର୍ଦ୍ଧା,୧୮/୦୨ : ଖୋର୍ଦ୍ଧା, ଜଟଣୀ, ଝାରସୁଗୁଡ଼ା ଓ ବାରିପଦା ଆଦି ଓଡ଼ିଶାର ଚାରୋଟି ସହରରେ ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ 'ନକ୍ସା'। ଦେଶର ୧୫୨ ଟି ସହରରେ ଏ ଯୋଜନା ଆରମ୍ଭ ହୋଇଥିବା ବେଳେ ଓଡ଼ିଶାର ୪ଟି ସହରକୁ ନିଆଯାଇଛି। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି।
Ad..
ଖୋର୍ଦ୍ଧା, ଜଟଣୀ, ଝାରସୁଗୁଡ଼ା ଓ ବାରିପଦା ଆଦି ଓଡ଼ିଶାର ଚାରୋଟି ସହରରେ ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ 'ନକ୍ସା'।ଏଥିଲାଗି ଖୋର୍ଦ୍ଧାର ଟାଉନ ହଲରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦେବ, ପୌରଧ୍ୟକ୍ଷା କନକଲକ୍ଷ୍ମୀ ମହାନ୍ତି ଓ ଜିଲ୍ଲାପାଳ ଚଞ୍ଚଳ ରାଣା ପ୍ରମୁଖ ଉପସ୍ଥିତ ଥିଲେ।
Ad..
ସହର ଜମିର ଡିଜିଟାଲ ରେକର୍ଡ ସର୍ଭେ ଏହି ଯୋଜନାର ଲକ୍ଷ୍ୟ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।
ଏଥିଲାଗି ଖୋର୍ଦ୍ଧାର ଟାଉନ ହଲରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦେବ, ପୌରଧ୍ୟକ୍ଷା କନକଲକ୍ଷ୍ମୀ ମହାନ୍ତି ଓ ଜିଲ୍ଲାପାଳ ଚଞ୍ଚଳ ରାଣା ପ୍ରମୁଖ ଉପସ୍ଥିତ ଥିଲେ। ସହର ଜମିର ଡିଜିଟାଲ ରେକର୍ଡ ସର୍ଭେ ଏହି ଯୋଜନାର ଲକ୍ଷ୍ୟ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।
Edited by k.s thakur...
Tags:
khordha
latest news
latest update
launch
minister Suresh pujhari
naksha yojana
odisha daily current affairs



