ରାଜ୍ୟରେ ଅଛନ୍ତି ୫ହଜାର୨୮୪ ଜଣ ଭିକାରୀ,କଟକରେ ସର୍ବାଧିକ ୧ହଜାର ୬୦ ଜଣ...

ରାଜ୍ୟରେ ଅଛନ୍ତି ୫ହଜାର୨୮୪ ଜଣ ଭିକାରୀ,କଟକରେ ସର୍ବାଧିକ ୧ହଜାର ୬୦ ଜଣ...


ଭୁବନେଶ୍ୱର,୧୪/୦୨ : ରାଜ୍ୟରେ ଅଛନ୍ତି ୫ହଜାର୨୮୪ ଜଣ ଭିକାରୀ । କଟକରେ ସର୍ବାଧିକ ୧ହଜାର ୬୦ ଜଣ ଭିକାରୀଥିବା ବେଳେ ବରଗଡ଼ରେ ଅଛନ୍ତି ୫୯୫ ଜଣ ଭିକାରୀ। ସେହିପରି ଗଞ୍ଜାମରେ ୫୪୫ ଜଣ, ବଲାଙ୍ଗୀରରେ ୪୮୨ଜଣ ଏବଂ ସୁନ୍ଦରଗଡରେ ୪୧୭ ଜଣ ଥିବା ବେଳେ ପୁରୀରେ ରହିଛନ୍ତି ୩୫୦ ଜଣ ଭିକାରୀ । 

             Ad..


ଏନେଇ ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ବିଧାନସଭାରେ ବିଧାୟକ ଲକ୍ଷ୍ମଣ ବାଗଙ୍କ ପ୍ରଶ୍ନର ଲିଖିତ ଉତ୍ତର ରଖିଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

ମନ୍ତ୍ରୀ କହିଛନ୍ତି, ରାଜ୍ୟକୁ ଭିକାରୀମୁକ୍ତି କରିବାକୁ ସରକାର ଅଭିଯାନ ଚଳାଇଛନ୍ତି । ଏଥିପାଇଁ ପ୍ରଥମ ପର୍ଯ୍ୟାୟରେ ପୁରୀର ନିଳାଦ୍ରି ନିଳୟ, ଭୁବନେଶ୍ୱରରେ ଏକାମ୍ର ନିଳୟ ଅଭିଯାନ ଜାରି ରହିଛି ।



Edited by k.s thakur...



Post a Comment

Previous Post Next Post