ନବ ଦାସ ହତ୍ୟା ମାମଲାରେ ଦୀପାଳି ଓ ବିଶାଳଙ୍କୁ କ୍ରାଇମ୍‌ବ୍ରାଞ୍ଚର ନୋଟିସ୍‌...

ନବ ଦାସ ହତ୍ୟା ମାମଲାରେ ଦୀପାଳି ଓ ବିଶାଳଙ୍କୁ କ୍ରାଇମ୍‌ବ୍ରାଞ୍ଚର ନୋଟିସ୍‌...


ଭୁବନେଶ୍ୱର,୦୧/୦୩ : ନବ ଦାସ ହତ୍ୟା ମାମଲାରେ ଖୋଲିବ ନୂଆ ଗୁମର।୨୦୨‌୩ ମସିହାରେ ଘଟିଥିବା ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଝିଅ ଦୀପାଳି ଦାସ ଓ ପୁଅ ବିଶାଳ ଦାସଙ୍କୁ ହାଜର ହେବା ପାଇଁ ନୋଟିସ୍ ଜାରି କରିଛି କ୍ରାଇମ୍‌ବ୍ରାଞ୍ଚ।

Ad..


ମାର୍ଚ୍ଚ ପ୍ରଥମ ସପ୍ତାହରେ ହାଜର ହେବାକୁ ଦୀପାଳି ଓ ବିଶାଳ ଙ୍କୁ ନୋଟିସ୍ ଜାରି କରିଛି କ୍ରାଇମବ୍ରାଞ୍ଚ ।କ୍ରାଇମ୍‌ବ୍ରାଞ୍ଚ୍ ତଦନ୍ତକୁ ନେଇ ସେମାନଙ୍କ କିଛି କହିବାର ଥିଲେ ବା ଆପତ୍ତି ଥିଲେ, ସେମାନେ ସେଦିନ ଜଣାଇପାରିବେ ବୋଲି କୁହାଯାଇଛି।



Edited by k.s thakur...




Post a Comment

Previous Post Next Post