ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା...

ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା...


ପୁରୀ,୨୯/୦୩ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଆଜି ସକାଳେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ସେ ସକାଳ ପ୍ରାୟ ୭ଟା ୨୭ ମିନିଟରେ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଥିଲା। 

Ad..


ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ସହ ପୁରୀ ଲୋକସଭା ସଦସ୍ୟ ଡାକ୍ତର ସମ୍ବିତ ପାତ୍ର ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରମୁଖ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା  ସକାଳ ପ୍ରାୟ ୭ଟା ୨୭ ମିନିଟରେ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଥିଲା। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ସହ ପୁରୀ ଲୋକସଭା ସଦସ୍ୟ ଡାକ୍ତର ସମ୍ବିତ ପାତ୍ର ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରମୁଖ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଏହାପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି। ସେ ଦିଲ୍ଲୀ ତଥା ଦେଶବାସୀଙ୍କ ମଙ୍ଗଳ ପାଇଁ ଶ୍ରୀଜଗନ୍ନାଥଙ୍କୁ ପ୍ରାର୍ଥନା କରିଥିବା କହିଛନ୍ତି।

ଏହାପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି। ସେ ଦିଲ୍ଲୀ ତଥା ଦେଶବାସୀଙ୍କ ମଙ୍ଗଳ ପାଇଁ ଶ୍ରୀଜଗନ୍ନାଥଙ୍କୁ ପ୍ରାର୍ଥନା କରିଥିବା କହିଛନ୍ତି। 



Edited by k.s thakur...




Post a Comment

Previous Post Next Post