ନୀଳମାଧଵ ପୀଠର ଅବହେଳା ନେଇ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି...
ଭୁବନେଶ୍ୱର,୨୪/୦୩ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନୟାଗଡ଼ କଣ୍ଟିଲୋ ସ୍ଥିତ ନୀଳମାଧଵ ଗସ୍ତରେ ଯାଇ ବିଶ୍ୱାବସୁ ସମାଜ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ରାଷ୍ଟ୍ରପତି ଏହି ଗସ୍ତକୁ ଏକ ସୁଯୋଗ ଭାବେ ବର୍ଣ୍ଣନା କରିଛନ୍ତି।
Ad..
ରାଷ୍ଟ୍ରପତି ପ୍ରଭୁ ଜଗନ୍ନାଥଙ୍କ ଆଦିପୀଠ କୁହାଯାଉଥିବା କଣ୍ଟିଲୋ ନୀଳମାଧଵ ପୀଠର ବିକାଶ ହୋଇନଥିବା ବିଷୟ ପ୍ରକାଶ କରି କ୍ଷୋଭ ପ୍ରକାଶ କରିଛନ୍ତି।
Ad..
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୀଳମାଧଵ ପୀଠର ବିକାଶ ଲାଗି ଅର୍ଥର ଅଭାବ ରହିବ ନାହିଁ ବୋଲି କହିବା ପରେ ରାଷ୍ଟ୍ରପତି ସନ୍ତୋଷ ପ୍ରକାଶ କରିବା ସହ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି।
Edited by k.s thakur...
Tags:
Bhubaneswar
Dropadi Murmu
latest news
latest update
nilamadhab temple
odisha daily current affairs
president of India



