ଭିଜିଲାନ୍ସ ଜାଲରେ ଅଙ୍ଗନୱାଡ଼ି ସୁପରଭାଇଜର...

ଭିଜିଲାନ୍ସ ଜାଲରେ ଅଙ୍ଗନୱାଡ଼ି ସୁପରଭାଇଜର...


କୋରାପୁଟ,୨୭/୦୩ : ରାଜ୍ୟରେ ଦୁର୍ନୀତି ମାମଲା ଦିନକୁ ଦିନ ବଢ଼ିବାରେ ଲାଗିଛି । ପ୍ରତିଦିନ କେହି ନା କେହି ଅଧିକାରୀ ଭିଜିଲାନ୍ସ ଜାଲରେ ଧରାପଡୁଛନ୍ତି । ଏହାରି ମଧ୍ୟରେ କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ।

Ad..


ସୂଚନା ମୁତାବକ, ଅଙ୍ଗନୱାଡ଼ି ସୁପରଭାଇଜର ରେଣୁକା ପଟ୍ଟନାୟକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ୫୦ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଛି । ଏହି ମାମଲାକୁ ନେଇ ଅଧିକ ଛାନଭିନ୍ କରାଯାଉଛି ।



Edited by k.s thakur...



Post a Comment

Previous Post Next Post