ନାରୀ ନିର୍ଯାତନାକୁ ବିରୋଧ କରି ୨୭ରେ ରାଜ୍ୟ କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ...

ନାରୀ ନିର୍ଯାତନାକୁ ବିରୋଧ କରି ୨୭ରେ ରାଜ୍ୟ କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ...


ଭୁବନେଶ୍ୱର,୨୨/୦୩ : ମହିଳାଙ୍କ ସୁରକ୍ଷା ନେଇ ଅଣ୍ଟା ଭିଡ଼ିଲା କଂଗ୍ରେସ । ରାଜ୍ୟରେ ନାରୀ ହିଂସା ଓ ନାରୀ ନିର୍ଯାତନା ବୃଦ୍ଧି ପାଉଥିବା ଅଭିଯୋଗ କରି, ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଦାସଙ୍କ ଡାକରାରେ ଆସନ୍ତା ୨୭ ତାରିଖରେ ବିଧାନସଭା ଘେରାଉ କରିବ କଂଗ୍ରେସ।

Ad..


କେନ୍ଦୁଝର କଂଗ୍ରେସ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହା କହିଛନ୍ତି ପିସିସି ପ୍ରବକ୍ତା ନିଶିକାନ୍ତ ମିଶ୍ର।୮ ମାସ ମଧ୍ୟରେ ରାଜ୍ୟରେ ନାରୀ ହିଂସା, ନାରୀ ନିର୍ଯ୍ୟାତନା ବଢ଼ିବାରେ ଲାଗିଛି ବୋଲି କଂଗ୍ରେସ ଅଭିଯୋଗ କରିଛି।

    Ad..





Edited by k.s thakur...



Post a Comment

Previous Post Next Post