ମହାନଦୀ ଘାଟରେ କୁମ୍ଭୀର, ଭୟରେ ନଦୀକୂଳିଆ ଲୋକେ...

ମହାନଦୀ ଘାଟରେ କୁମ୍ଭୀର, ଭୟରେ ନଦୀକୂଳିଆ ଲୋକେ...


ଭୁବନେଶ୍ଵର, ୨୫/୦୪ : ମହାନଦୀ ଘାଟରେ କୁମ୍ଭୀର ଆତଙ୍କ। ଆଠଗଡ଼ ବନଖଣ୍ଡ ନରସିଂହପୁର ପଶ୍ଚିମାଞ୍ଚଳ ରେଞ୍ଜ ଅଧୀନ ନୂଆପାଟଣା ନଦୀପଠାରେ ଦୁଇଟି କୁମ୍ଭୀର ବୁଲୁଥିବାର ଦେଖିବାକୁ ମିଳିଛି। ଦୁଇଟି ବଡ଼ ଘଡ଼ିଆଳ କୁମ୍ଭୀର ବୁଲୁଥିବାର ସ୍ଥାନୀୟ ଲୋକେ ଦେଖିଛନ୍ତି। 

            Ad..


କୁମ୍ଭୀର ଉପରେ ବନ ବିଭାଗ ନଜର ରଖିଛି। କେହି ନଦୀକୁ ମାଛ ମାରିବା ଏବଂ ଗାଧୋଇବାକୁ ନଯିବାକୁ ଆଠଗଡ଼ ACF ମନୋଜ ପାତ୍ର କହିଛନ୍ତି। ଏହା ସହ ନଦୀରେ ଜାଲ ପକାଇବାକୁ ବାରଣ କରିଛନ୍ତି। ତେବେ ନଦୀପଠାରେ କୁମ୍ଭୀର ବୁଲୁଥିବାରୁ ନଦୀକୂଳିଆ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। 



Edited by k.s thakur...





Post a Comment

Previous Post Next Post