ଶ୍ରୀମନ୍ଦିରରେ ନିୟୋଜିତ ହେଲେ ସ୍ୱତନ୍ତ୍ର ସୁରକ୍ଷା ବାହିନୀ...

ଶ୍ରୀମନ୍ଦିରରେ ନିୟୋଜିତ ହେଲେ ସ୍ୱତନ୍ତ୍ର ସୁରକ୍ଷା ବାହିନୀ...


ପୁରୀ,୨୬/୦୪ : ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ଦିନକୁ ଦିନ ଶ୍ରମନ୍ଦିରରେ ଭକ୍ତଙ୍କ ସଂଖ୍ୟା ବୃଦ୍ଧିକୁ ଆଖି ଆଗରେ ରଖି ପୁରୀ ଜଗନ୍ନାଥ ମନ୍ଦିରରେ  ସ୍ୱତନ୍ତ୍ର ସୁରକ୍ଷା ବାହିନୀ ନିୟୋଜିତ ହୋଇଛନ୍ତି ।

Ad..


କମାଣ୍ଡାଣ୍ଟଙ୍କ ସହ ଦୁଇଜଣ ଡେପୁଟି କମାଣ୍ଡାଣ୍ଟ ଓ ତିନିଜଣ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ । ଆସନ୍ତା ୨୮ ତାରିଖ ପୂର୍ବରୁ ଏମାନଙ୍କୁ ଡ୍ୟୁଟିରେ ଯୋଗଦେବାକୁ ପୋଲିସ ହେଡକ୍ୱର୍ଟରର ଅତିରିକ୍ତ ଡିଜିଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି ।

ସେହିଭଳି ସ୍ୱତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ କମାଣ୍ଡାଣ୍ଟ ଭାବେ ତାପସ ରଞ୍ଜନ ଦାସଙ୍କୁ ନିୟୋଜିତ କରାଯାଇଛି।




Edited by k.s thakur...

Post a Comment

Previous Post Next Post