ଓଡ଼ିଶାରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ସରସଂଘଚାଳକ ମୋହନ ଭାଗବତ...

ଓଡ଼ିଶାରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ସରସଂଘଚାଳକ ମୋହନ ଭାଗବତ...


ଭୁବନେଶ୍ବର,୧୩/୦୫ : ଓଡ଼ିଶା ଗସ୍ତରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ସରସଂଘଚାଳକ ମୋହନ ଭାଗବତ। ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଆରଏସ୍‌ଏସ୍‌ ମୁଖ୍ୟ। 

            Ad..


ଭୁବନେଶ୍ବରରେ ପହଞ୍ଚିବା ପରେ ସିଧା ସଡ଼କପଥରେ କଟକ ଗତିରାଉତପାଟଣା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଆୟୋଜିତ କାର୍ଯ୍ୟକ୍ରମକୁ ଯାଇଛନ୍ତି।

         Ad..


ଗତିରାଉତପାଟଣା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା କାର୍ଯ୍ୟକ୍ରମରେ ସରସଂଘଚାଳକ ମୋହନ ଭାଗବତ ଭିନ୍ନ ଭିନ୍ନ ଅଧିବେଶନରେ ଅତିଥି ଭାବେ ଯୋଗ ଦେବେ।



Edited by k.s thakur...





Post a Comment

Previous Post Next Post