ରାଜ୍ୟରେ କରୋନା ଭୟ! ପ୍ରତିକ୍ରିୟା ରଖିଲେ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର...
ଭୁବନେଶ୍ବର,୧୭/୦୫ : ଏସିଆ ମହାଦେଶର ହଂକଂ ଏବଂ ସିଙ୍ଗାପୁରରେ କରୋନା ପୁଣି ଥରେ ବ୍ୟାପିବାରେ ଲାଗିଛି। ଏହି ଦୁଇ ସ୍ଥାନରେ ନୂତନ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ରୋଗୀଙ୍କ ସଂଖ୍ୟା ହଠାତ୍ ବୃଦ୍ଧି ପାଇଛନ୍ତି। ଏହି ପରିପ୍ରେକ୍ଷୀରେ ଏନେଇ ମତ ରଖିଛନ୍ତି ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର।
Ad..
ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର କହିଛନ୍ତି, ଏହା ନୂଆ ଭାରିଆଣ୍ଟ ନୁହେଁ। ରୋଗ ପ୍ରତିରୋଧ କ୍ଷମତା କମିଗଲେ କରୋନା ସଂକ୍ରମଣ ହେଉଛି। ଏଥିଲାଗି ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଟେଷ୍ଟିଂ ଚାଲିଛି। ଭୟଭୀତ ହେବାର କୌଣସି କାରଣ ନାହିଁ।
Ad..
ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ସହ ରାଜ୍ୟ ସରକାର ଯୋଗାଯୋଗରେ ଅଛନ୍ତି। କେନ୍ଦ୍ର ସରକାରଙ୍କ ସହ ମଧ୍ୟ କୋଭିଡ ନେଇ ରାଜ୍ୟ ସରକାର ଯୋଗାଯୋଗ କରୁଛନ୍ତି। କୌଣସି ଗାଇଡଲାଇନ୍ ଆସିଲେ, ତାକୁ କାର୍ଯ୍ୟକାରୀ କରାଯିବ।
ସେ କହିଛନ୍ତି, ଏହା ନୂଆ ଭାରିଆଣ୍ଟ ନୁହେଁ। ରୋଗ ପ୍ରତିରୋଧ କ୍ଷମତା କମିଗଲେ କରୋନା ସଂକ୍ରମଣ ହେଉଛି। ଏଥିଲାଗି ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଟେଷ୍ଟିଂ ଚାଲିଛି। ଭୟଭୀତ ହେବାର କୌଣସି କାରଣ ନାହିଁ।
ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ସହ ରାଜ୍ୟ ସରକାର ଯୋଗାଯୋଗରେ ଅଛନ୍ତି। କେନ୍ଦ୍ର ସରକାରଙ୍କ ସହ ମଧ୍ୟ କୋଭିଡ ନେଇ ରାଜ୍ୟ ସରକାର ଯୋଗାଯୋଗ କରୁଛନ୍ତି। କୌଣସି ଗାଇଡଲାଇନ୍ ଆସିଲେ, ତାକୁ କାର୍ଯ୍ୟକାରୀ କରାଯିବ।
Edited by k.s thakur...