ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କ ନାଁରେ ଏତଲା...

ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ରଙ୍କ ନାଁରେ ଏତଲା...


ପୁରୀ,୦୪/୦୫ : ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ରଙ୍କ ନାମରେ ଶ୍ରୀମନ୍ଦିର ସିଂହଦ୍ଵାର ଥାନାରେ ଏତଲା ଦେଲେ ସୂଚନା ଓ ଅଧିକାର କର୍ମୀ ଜୟନ୍ତ କୁମାର ଦାଶ ।

Ad..


ଶ୍ରୀମନ୍ଦିର ପ୍ରଶାସନର ବିନା ଅନୁମତିରେ ନବକଳେବର ବଳକା ଦାରୁ ସେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବିକିଥିବା ଅଭିଯୋଗ ହୋଇଛି ।

          Ad..


ଶ୍ରୀମନ୍ଦିର ବାହାରକୁ କେମିତି ଦାରୁ ଗଲା ତାର ତଦନ୍ତ ହୋଇ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।



Edited by k.s thakur...

Post a Comment

Previous Post Next Post