ଧାନ ଉଠାଣ ମନ୍ଥର ନେଇ ମୁଖ୍ୟ ମନ୍ତ୍ରୀ ଙ୍କୁ ଚିଠି ଲେଖିଲେ କିସାନ ସଂଘ ର ରାଷ୍ଟ୍ରୀୟ ସଦସ୍ୟ କେଦାର ମିଶ୍ର...

ଧାନ ଉଠାଣ ମନ୍ଥର ନେଇ ମୁଖ୍ୟ ମନ୍ତ୍ରୀ ଙ୍କୁ ଚିଠି ଲେଖିଲେ  କିସାନ ସଂଘ ର ରାଷ୍ଟ୍ରୀୟ ସଦସ୍ୟ କେଦାର ମିଶ୍ର...


ବରଗଡ଼,୩୦/୦୫ : ଆଜି ବିଭିନ୍ନ ମଣ୍ଡି ପରିଦର୍ଶନ କଲା ପରେ ଭାରତୀୟ କିସାନ ସଂଘର ରାଷ୍ଟ୍ରୀୟ ସଦସ୍ୟ କେଦାର ମିଶ୍ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବରଗଡ଼ ଜିଲ୍ଲା ର ସମସ୍ତ ମାନ୍ୟବର ବିଧାୟକ ଙ୍କୁ ପତ୍ର ମାଧ୍ୟମ ରେ ଦୃଷ୍ଟି ଆକର୍ଷଣ କରି ତୁରନ୍ତ ମଣ୍ଡି ରୁ ଧାନ ଉଠାଇବାକୁ ଅନୁରୋଧ କରିଛନ୍ତି। 

            Ad..


ଅଦିନିଆ ବର୍ଷା ସାଙ୍ଗକୁ ମାନସୁନ ବର୍ଷା ର ଆରମ୍ଭ କୁ ନେଇ ଏ ପର୍ଯ୍ୟନ୍ତ ମାତ୍ର ୪୦ ପ୍ରତିଶତ ଧାନ ଉଠିଥିବା ନେଇ ଉଦବେଗ ପ୍ରକାଶ  କରିଛନ୍ତି ।

          Ad..


ଯଦି ଏପରି ମନ୍ଥର ପ୍ରକ୍ରିୟା ରହେ ଆଗାମୀ ଦିନରେ କ୍ଷତି ଗ୍ରସ୍ତ ଚାଷୀ ଙ୍କ ଅସନ୍ତୋଷ ସହ ବିଭିନ୍ନ ଚାଷୀ ସଂଗଠନ ର ଆନ୍ଦୋଳନ ମୁଣ୍ଡ ଟେକିବ ବୋଲି ପ୍ରକାଶ କରିଛନ୍ତି ।ଏଣୁ ମଣ୍ଡିରୁ ଶିଘ୍ର ଧାନ ଉଠାଇବାକୁ ଶ୍ରୀ ମିଶ୍ର ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।



Report : Bijay ku sahu

Edited by k.s thakur...


Post a Comment

Previous Post Next Post