ରଥଯାତ୍ରା ଅବସରରେ ପୁରୀ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ମୋହନ ମାଝୀ, ଧର୍ମେନ୍ଦ୍ର ପ୍ରଧାନ...

ରଥଯାତ୍ରା ଅବସରରେ ପୁରୀ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ମୋହନ ମାଝୀ, ଧର୍ମେନ୍ଦ୍ର ପ୍ରଧାନ...


ପୁରୀ,୨୭/୦୬ :  ବିଶ୍ୱପ୍ରସିଦ୍ଧ ‘ରଥଯାତ୍ରା’ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଗଜେନ୍ଦ୍ର ସିଂ ଶେଖାୱତ ପୁରୀ ଗୋବର୍ଦ୍ଧନ ପୀଠ ପରିଦର୍ଶନ କରିବା ସହ ଶଙ୍କରାଚାର୍ଯ୍ୟ ଜଗତଗୁରୁ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ଭେଟି ତାଙ୍କ ଆଶୀର୍ବାଦ ନେଇଥିଲେ।
Ad..


ଜଗନ୍ନାଥ ସଂସ୍କୃତି ଓ ପରମ୍ପରାରେ ଗୋବର୍ଦ୍ଧନ ପୀଠ ପୁରୀ ଧୀମର ଏକ ପ୍ରମୁଖ ଶ୍ରଦ୍ଧାର କେନ୍ଦ୍ର ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ।

           Ad..


ଏହି ଅବସରରେ ପହଣ୍ଡି ବିଜେ ପରେ ଆଜି ରଥାରୂଢ଼ ତିନି ଠାକୁରଙ୍କ ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ ଦର୍ଶନ କରିଛନ୍ତି ।



Edited by k.s thakur...



Post a Comment

Previous Post Next Post