ବଜ୍ରପାତରେ ଜଣେ ମୃତ,ଦୁଇ ଆହତ...

ବଜ୍ରପାତରେ ଜଣେ ମୃତ,ଦୁଇ ଆହତ...


ପାଇକମାଳ,୧୫/୦୬ : ପାଇକମାଳ ବ୍ଳକ ଛିନ୍ଦେଇକେଲା ପଞ୍ଚାୟତ ବାରପଲିଆରେ ବ୍ରଜପାତରେ ଜଣେ ମୃତ ଓ ଦୁଇ ଜଣ ଆହତ। 

         Ad..


ସୂଚନାଯୋଗ୍ୟ, ରବିବାର ଅପରାହ୍ନ ୩ଟାରେ  ବର୍ଷା ହେଉଥିବା ସମୟରେ ଗୋଟିଏ ବରଗଛ ମୂଳରେ ବଳଦେବ ମାଝୀ (୪୩), ଧନସିଂ ଛତ୍ରିଆ (୩୦)ଓ ବୈକୁଣ୍ଠ ଛତ୍ରିଆ (୩୦) ଆଶ୍ରୟ ନେଉଥିବା ସମୟରେ ବ୍ରଜପାତରେ ବଳଦେବ ମାଝୀଙ୍କ ମୃତ୍ୟୁ ହୋଇଥିବାବେଳେ...

            Ad..


ଧନସିଂ ଛତ୍ରିଆ ଓ ବୈକୁଣ୍ଠ ଛତ୍ରିଆ ଆହତ ହୋଇଛନ୍ତି। ସମସ୍ତଙ୍କୁ ନୂଆପଡ଼ା ଜିଲ୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।



Report : Bijay ku sahu

Edited by k.s thakur...



Post a Comment

Previous Post Next Post