ଆଜି e-KYC ଯାଞ୍ଚ କରିବାର ଶେଷ ତାରିଖ...

ଆଜି e-KYC ଯାଞ୍ଚ କରିବାର ଶେଷ ତାରିଖ...


ଭୁବନେଶ୍ଵର,୩୦/୦୬ : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଯୋଗାଣ ମନ୍ତ୍ରୀଙ୍କ ବଡ ସୂଚନା। ଆଜି ଇ-କେଓ୍ବାଇସି ଯାଞ୍ଚ କରିବାର ଶେଷ ତାରିଖ ରହିଛି ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି।

            Ad..


ଯେଉଁ ହିତାଧିକାରୀ e-KYC କରି ନାହାନ୍ତି, ଆଜି କରି ଦିଅନ୍ତୁ। ଆଉ ଯେଉଁମାନେ ଆଜି e-KYC ନକରିବେ ୩ ମାସ କାର୍ଡ ସସ୍‌ପେଣ୍ଡ୍‌ ହେବ। ୩ ମାସ ଭିତରେ ଇ-କେଓ୍ବାଇସି କଲେ କାର୍ଡ ପୁନଃ ସଚଳ ହେବ। 

Ad..



ନଚେତ୍ କାର୍ଡ କଟିଯିବ ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି।ଏଯାବତ୍ ୨୦ ଲକ୍ଷ ୫୮ ହଜାର ଲୋକ ଇ-କେଓ୍ବାଇସି କରି ନ ଥିବା ଯୋଗାଣ ମନ୍ତ୍ରୀ କହିଛନ୍ତି।



Edited by k.s thakur...

Post a Comment

Previous Post Next Post