ବିଜୁ ଯୁବ ଓ ଛାତ୍ର ଜନତା ଦଳର ନୂଆ କର୍ମକର୍ତ୍ତାଙ୍କ ନାଁ ଘୋଷଣା କଲେ ନବୀନ...
ଭୁବନେଶ୍ଵର,୨୬/୦୮ : ବିଜୁ ଜନତା ଦଳ (ବିଜେଡି) ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମତି କ୍ରମେ ଆଜି ବିଜୁ ଯୁବ ଓ ଛାତ୍ର ଜନତା ଦଳର କର୍ମକର୍ତ୍ତାମାନଙ୍କୁ ଦାୟିତ୍ଵ ବଣ୍ଟନ କରାଯାଇଛି ।
Ad..
ଏହିକ୍ରମରେ ଦଳର ଯୁବ ନେତ୍ରୀ ଇପସିତା ସାହୁ ବିଜୁ ଛାତ୍ର ଜନତା ଦଳ (BCJD) ସଭାନେତ୍ରୀ ଭାବେ ନିଯୁକ୍ତ ହୋଇଛନ୍ତି। ସେହିପରି ଚିନ୍ମୟ ସାହୁ ହୋଇଛନ୍ତି ବିଜୁ ଯୁବ ଜନତା ଦଳ (BYJD) ସଭାପତି ।
Ad..
୪ ଟି ଲେଖାଏଁ ବରିଷ୍ଠ ନେତାଙ୍କୁ ବିଜୁ ଯୁବ ଓ ଛାତ୍ର ଜନତା ଦଳର ଦାୟିତ୍ୱ ଦେଇଛନ୍ତି ନବୀନ । ଦେବେଶ ଆଚାର୍ଯ୍ୟ ବରିଷ୍ଠ ସାଧାରଣ ସମ୍ପାଦକ ହୋଇଥିବା ବେଳେ ଦେବୀ ରଞ୍ଜନ ତ୍ରିପାଠୀ...
Ad..
ଶୁଭାଶିଷ ଖୁଣ୍ଟିଆ ଏବଂ ସୌଭିକ ବିଶ୍ୱାଳଙ୍କୁ ବିଜୁ ଛାତ୍ର ଜନତା ଦଳର ସାଧାରଣ ସମ୍ପାଦକ ଦାୟିତ୍ୱ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ ।
Ad..
ବ୍ୟୋମକେଶ ରାୟ, ରାଜେନ୍ଦ୍ର ସାହୁ, ଅମରେଶ ପତ୍ରି ଓ ସଞ୍ଜିତ ମହାନ୍ତିଙ୍କୁ ବିଜୁ ଯୁବ ଜନତା ଦଳ ବରିଷ୍ଠ ସାଧାରଣ ସମ୍ପାଦକ ଦାୟିତ୍ୱ ଦେଇଛନ୍ତି ନବୀନ ପଟ୍ଟନାୟକ ।
Ad..
Edited by k.s thakur...






