ଭିଜିଲାନ୍ସ ଜାଲରେ କଟକ ସିଡିଏମଓର ସିନିୟର୍ ଆସିଷ୍ଟାଣ୍ଟ...
କଟକ,୨୨/୦୮ : ଭିଜିଲାନ୍ସ ଜାଲରେ କଟକ ସିଡିଏମଓର ସିନିୟର୍ ଆସିଷ୍ଟାଣ୍ଟ। ସରକାରୀ ଅର୍ଥ ହେରଫେର ଅଭିଯୋଗରେ କଟକ ଚୌଦ୍ବାର ସିଡିଏମଓର ସିନିୟର୍ ଆସିଷ୍ଟାଣ୍ଟ କିଶୋର କୁମାର ସାହାଣୀ।
Ad..
ସିନିୟର୍ ଆସିଷ୍ଟାଣ୍ଟଙ୍କ ପ୍ରଧାନିଆ ଫାର୍ମ ହାଉସ୍, ଘର ଓ ଅଫିସ୍ ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ ଜଣିଆ ଟିମ୍ର ଚଢାଉ ଜାରି ରହିଛି।
Ad..
କିଶୋର ସାହାଣୀଙ୍କ ନାଁରେ ୧ କୋଟି ୨୪ ଲକ୍ଷ ଟଙ୍କା ହେରଫେର ଅଭିଯୋଗ ହୋଇଛି। ସାହାଣୀଙ୍କ ଜୋବ୍ରା ନୂଆସାହିସ୍ଥିତ ତିନିମହଲା ବାସଭବନ, ଚୌଦ୍ୱାର ପାଳସିଆସ୍ଥିତ ଅନ୍ୟ ଏକ ଘର ଓ ପୋଲଟ୍ରି ଫାର୍ମ...
Ad..
ସିଡିଏମଓ (CDMO) ଅଫିସ, କଟକସ୍ଥିତ ତାଙ୍କ ଅଫିସ ରୁମ, ତୁଳସୀପୁର, କଟକସ୍ଥିତ ଶ୍ୱଶୁର ଘର, କିଶୋରନଗର, କଟକସ୍ଥିତ ପୈତୃକ ଘରେ ଚଢାଉ ଜାରି ରହିଛି।
Ad..
ଏହି ଚଢାଉରେ ଭିଜିଲାନ୍ସର ୯ ଜଣ ଡିଏସପି, ୧୦ ଜଣ ଇନ୍ସପେକ୍ଟର, ୭ ଜଣ ଏଏସଆଇ ଓ ଅନ୍ୟ ସହାୟକ କର୍ମଚାରୀଙ୍କୁ ନେଇ ଗଠିତ ଟିମ୍ ସାମିଲ ଅଛନ୍ତି।
Ad..
Edited by k.s thakur...
Tags:
cdmo senior assistant
Cuttack
latest news
latest update
odisha daily current affairs
vigilance raid






