୭ ତାରିଖରେ ସକାଳ ୬ ଟା ଠାରୁ ଦିନ ୧୨ ଟା ଯାଏ ପୁରୀ ଜିଲ୍ଲାରେ ବିଜେଡି ପକ୍ଷରୁ ହରତାଳ...

୭ ତାରିଖରେ ସକାଳ ୬ ଟା ଠାରୁ ଦିନ ୧୨ ଟା ଯାଏ ପୁରୀ ଜିଲ୍ଲାରେ ବିଜେଡି ପକ୍ଷରୁ ହରତାଳ...


ଭୁବନେଶ୍ବର,୦୪/୦୮ : ବଳଙ୍ଗା ନାବାଳିକା ପୀଡ଼ିତାଙ୍କୁ ନ୍ୟାୟ ପାଇଁ ଆସନ୍ତା ୭ ତାରିଖରେ ସକାଳ ୬ ଟା ଠାରୁ ଦିନ ୧୨ ଟା ଯାଏ ପୁରୀ ଜିଲ୍ଲାରେ ବିଜେଡି ପକ୍ଷରୁ ହରତାଳ ହେବ। ଏନେଇ ଆଜି ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରାଯାଇଛି।

Ad..


ଦିଲ୍ଲୀ ଏମ୍ସରେ ଚିକିତ୍ସା ପାଇଁ ପୀଡ଼ିତାଙ୍କୁ ଭର୍ତ୍ତି କରାଯାଇଥିବା ବେଳେ ପୀଡ଼ିତାଙ୍କ ମୃତ୍ୟୁ ଏବେ ସମ୍ପୂର୍ଣ୍ଣ ରହସ୍ୟ ଘେରରେ। ପୁଲିସର ତଦନ୍ତ ଉପରେ ବି ବିଜେଡି  ପ୍ରଶ୍ନ ଉଠାଇଛି।‌ 

       Ad..


ଘଟଣାର ସତ୍ୟାସତ୍ୟ ଯଥାଶୀଘ୍ର ସରକାର ଉନ୍ମୋଚନ କରନ୍ତୁ। ରାଜ୍ୟ ସରକାର ଜାଣିଶୁଣି ଦୋଷୀକୁ ଚିହ୍ନଟ କରୁନଥିବା ନେଇ ବି ବିଜେଡି ଅଭିଯୋଗ କରିଛି। ପୀଡ଼ିତାଙ୍କ ପରିବାରଉପରେ କଣ ଚାପ ପଡ଼ିଲା, ଯାହାଫଳରେ ତାଙ୍କ ବାପା ନିଜର ମତ ପରିବର୍ତ୍ତନ କରାଇଲେ। 

Ad..


ତୁରନ୍ତ ଏହାର ସତ୍ୟତା ସାମ୍ନାକୁ ନ ଆସିଲେ ବିଜେଡି ଆନ୍ଦୋଳନ ଜାରି ରଖିବ ବୋଲି ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରାଯାଇଛି। 

Ad..




Edited by k.s thakur...




Post a Comment

Previous Post Next Post