ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି...

ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି...


ବରଗଡ଼,୧୮/୦୮ : ଅତାବିରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।

Ad..


ଜିଲ୍ଲାପାଳ ଶ୍ରୀ ଗୋୟଲଙ୍କ ବ୍ୟତୀତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା..

Ad..


ବରଗଡ଼ ଉପଜିଲ୍ଲାପାଳ ଶ୍ରୀ ପ୍ରସନ୍ନ କୁମାର ପାଣ୍ଡେ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର କୁବେର ମହନ୍ତ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।

   Ad..


ସୂଚନାଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ...

Ad..


କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୫୩ ଗୋଟି  ଅଭିଯୋଗ ର ଶୁଣାଣି କରି ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Ad..





Report : Bijay ku sahu

Edited by k.s thakur...

Post a Comment

Previous Post Next Post