ପାଇପ୍ ଲାଇନ୍ ବିଛାଇବା ଉପରେ ଲାଗିଲା କଟକଣା; ଅନୁମତିପତ୍ର ଦେବା ବାଧ୍ୟତାମୂଳକ...
ଭୁବନେଶ୍ଵର,୦୯/୦୯ : ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ ଲାଗିଲା କଟକଣା। ଏବେ ପାଇପ୍ ଲାଇନ୍ ବିଛାଇବା ପାଇଁ ୱାଟର୍ ବଡି କ୍ରସିଂ ଅନୁମତିପତ୍ର ଦେବା ବାଧ୍ୟତାମୂଳକ ଗାଇଡଲାଇନ୍ ସହ କଡ଼ା ନିର୍ଦ୍ଦେଶନାମା ଜାରି କଲା ଜଳ ସମ୍ପଦ ବିଭାଗ ।
Ad..
ପାଇପ୍ ଲାଇନ୍ କରିଡର୍ ପାଇଁ ROW ଅନୁମତି ପାଇଁ ଜାରି ହୋଇଛି SOP ।ଏହା ସହ ବିଭାଗୀୟ ଅଧିକାରୀ ପ୍ରସ୍ତାବଟି ଯାଞ୍ଚ କରିବା ସହ କ୍ଷେତ୍ର ପରିଦର୍ଶନ କରିବେ ।ରାସ୍ତାରେ DoWR ସମ୍ପତ୍ତି ସମେତ ସମସ୍ତ ଜଳଭଣ୍ଡାର କ୍ରସିଂ ଯାଞ୍ଚ କରାଯିବ।
Ad..
Edited by k.s thakur...



