ବାରିପଦା ଛଉ ପଡ଼ିଆର ଉନ୍ନତିକରଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ...
ବାରିପଦା,୧୫/୦୯ : ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସିଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଝୁମର ତାଳେ ତାଳେ ହାତକୁ ହାତ ଧରି ନାଚିଛନ୍ତି। ବାରିପଦା ଛଉ ପଡ଼ିଆର ଉନ୍ନତିକରଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।
Ad..
ଏହି ଅବସରରେ ଗୃହନିର୍ମାଣ ଓ ନଗରଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୟୂରଭଞ୍ଜ ସାଂସଦ ନବ ଚରଣ ମାଝୀ, ରାଜ୍ୟସଭା ସଦସ୍ୟା ମମତା ମହାନ୍ତ ଓ ସମସ୍ତ ବିଧାୟକ ଉପସ୍ଥିତ ଥିଲେ।
Ad..
Edited by k.s thakur...
Tags:
baripada
central minister Dharmendra Pradhan
development
foundation stone
latest news
latest update
mayurbhanja
odisha daily current affairs
odisha news



