ପଲସଦା ସାଧନ କେନ୍ଦ୍ର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ...
ବରଗଡ଼/ପାଇକମାଳ,୧୪/୧୦(ବିଜୟ କୁମାର ସାହୁ): ପାଇକମାଳ ବ୍ଲକ ଅନ୍ତର୍ଗତ ପଲସଦା ଉଚ୍ଚ ବିଦ୍ୟାଳୟ ପରିସରରେ ସାଧନ କେନ୍ଦ୍ର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
Ad..
ସାଧନ କେନ୍ଦ୍ର ସଂଯୋଜକ ଚକ୍ରଧର ଅଜଗର ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପଦ୍ମଲୋଚନ ପୋଢ଼ ଙ୍କ ସଭାପତି ତ୍ବ ରେ ପଦ୍ମପୁର ବିଧାୟିକା ଶ୍ରୀମତୀ ବର୍ଷା ସିଂ ବରିହା ମୁଖ୍ୟ ଅତିଥି...
Ad..
ପାଇକମାଳ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅଦନ ସୁନା, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ କୁମାର ପାଣିଗ୍ରାହୀ, ପିତାମ୍ବର ସାହୁ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ମହେନ୍ଦ୍ର ସିଂ ବରିହା ଯୋଗଦାନ କରିଥିଲେ।ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ପରିଚାଳନା କରିଥିଲେ।
Ad..
ଚଳିତ ବର୍ଷ ସୁରଭି କାର୍ଯ୍ୟକ୍ରମକୁ ନେଇ ଛାତ୍ରଛାତ୍ରି ମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲ। ଏହି କାର୍ଯ୍ୟକ୍ରମରେ ସାଧାରଣ ଜ୍ଞାନ, ଶୃତଲିଖନ, ସଂଙ୍ଗୀତ, ନୃତ୍ୟ, ଚିତ୍ରାଙ୍କନ , ବକ୍ତୃତା ଭଳି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲ।
Ad..
ସେହିଭଳି ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲ। । ଶେଷରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲ।
Report : Bijay ku sahu
Edited by k.s thakur...
Tags:
Bargarh
bargarh news
latest news
latest update
odisha daily current affairs
odisha news
paikamal
surabhi program





