ରାସଗୋବିନ୍ଦପୁରରେ ଦୁଇ ଆଦିବାସୀ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ...
ବାରିପଦା,୨୫/୧୦ : ଦୁଇ ଆଦିବାସୀ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ। ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଚାଞ୍ଚଲ୍ୟ।
Ad..
ଦୁଇ ନାବାଳିକାଙ୍କ ମଧ୍ୟରୁ ଜଣେ ଅଷ୍ଟମ ଓ ଜଣେ ନବମ ଶ୍ରେଣୀରେ ପଢ଼ୁଥିବା ଜଣାପଡ଼ିଛି। ଗଣଦୁଷ୍କର୍ମ ଅଭିଯୋଗରେ ଦୁଇ ଜଣଙ୍କୁ ଥାନାରେ ଅଟକ ରଖି ପୁଲିସ ପଚରାଉଚରା କରୁଛି।
Ad..
ଦୁଇ ଅଭିଯୁକ୍ତ ହେଲେ ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ପୁର୍ଣ୍ଣଚନ୍ଦ୍ରପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ଅନ୍ୟ ଅଭିଯୁକ୍ତମାନଙ୍କୁ ଖୋଜୁଛି ପୁଲିସ।
Ad..
ଘଟଣାରେ ସାତ ରୁ ଆଠ ଜଣ ସଂପୃକ୍ତ ଥିବା ବେଳେ ଲିଖିତ ଅଭିଯୋଗରେ ପାଞ୍ଚ ଜଣଙ୍କ ସହିତ ଅନ୍ୟମାନେ ବୋଲି ଲେଖାଯାଇଛି।
Ad..
Edited by k.s thakur...
Tags:
baripada
gang rape
latest news
latest update
mayurbhanja
odisha daily current affairs
odisha news
police
rasgovindpur
two minor girls





