ଭାଲୁ ଆକ୍ରମଣରେ ସ୍ତ୍ରୀ ମୃତ, ଅଳ୍ପକେ ବର୍ତ୍ତିଲେ ସ୍ବାମୀ...

ଭାଲୁ ଆକ୍ରମଣରେ ସ୍ତ୍ରୀ ମୃତ, ଅଳ୍ପକେ ବର୍ତ୍ତିଲେ ସ୍ବାମୀ...


ନୀଳଗିରି,୦୮/୧୦ : ନୀଳଗିରି ତିନିକୋଶିଆ ଜଙ୍ଗଲକୁ ଛତୁ ଓ ଶୁଖିଲା କାଠ ଆଣିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ମହିଳା ମୃତ। ମୃତ ମହିଳା ନୀଳଗିରି ଥାନା ଅଧିନ ସଜନାଗଡ଼ ପଞ୍ଚାୟତ ପାଣବନ୍ଧ ଗାଁର ଚନ୍ଦ୍ର ମୋହନ ନାୟକଙ୍କ ସ୍ତ୍ରୀ ଶାନ୍ତିଲତା ନାୟକ।

Ad..


ସକାଳୁ ଉଭୟ ସ୍ଵାମୀ ଓ ସ୍ତ୍ରୀ ଦୁଇଜଣ ପାଖ ତିନିକୋଶିଆ ଜଙ୍ଗଲକୁ ଛତୁ ଓ ଶୁଖିଲା କାଠ ଆଣିବାକୁ ଯାଇଥିଲେ। ଛତୁ ତୋଳୁଥିବା ସମୟରେ ଅଚାନକ ଏକ ଭାଲୁ ଅତର୍କିତ ଆକ୍ରମଣ କରିଥିଲା।

       Ad..


ନୀଳଗିରି ତିନିକୋଶିଆ ଜଙ୍ଗଲକୁ ଛତୁ ଓ ଶୁଖିଲା କାଠ ଆଣିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ମହିଳା ମୃତ। ମୃତ ମହିଳା ନୀଳଗିରି ଥାନା ଅଧିନ ସଜନାଗଡ଼ ପଞ୍ଚାୟତ ପାଣବନ୍ଧ ଗାଁର ଚନ୍ଦ୍ର ମୋହନ ନାୟକଙ୍କ ସ୍ତ୍ରୀ ଶାନ୍ତିଲତା ନାୟକ।

Ad..


ସକାଳୁ ଉଭୟ ସ୍ଵାମୀ ଓ ସ୍ତ୍ରୀ ଦୁଇଜଣ ପାଖ ତିନିକୋଶିଆ ଜଙ୍ଗଲକୁ ଛତୁ ଓ ଶୁଖିଲା କାଠ ଆଣିବାକୁ ଯାଇଥିଲେ। ଛତୁ ତୋଳୁଥିବା ସମୟରେ ଅଚାନକ ଏକ ଭାଲୁ ଅତର୍କିତ ଆକ୍ରମଣ କରିଥିଲା। ଭାଲୁଟି ମହିଳାଙ୍କ ବେକକୁ କାମୁଡ଼ିଦେବାରୁ ମହିଳାଙ୍କ ବେକରେ ଗଭୀର କ୍ଷତ ହୋଇଥିଲା। 

Ad..


ଗୁରୁତର ଅବସ୍ଥାରେ ଶାନ୍ତିଲତାଙ୍କୁ ତାଙ୍କ ସ୍ଵାମୀ ଚନ୍ଦ୍ର ମୋହନ ନୀଳଗିରି ମେଡିକାଲ୍ କୁ ଆଣିଥିଲେ ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।ଭାଲୁଟି ମହିଳାଙ୍କ ବେକକୁ କାମୁଡ଼ିଦେବାରୁ ମହିଳାଙ୍କ ବେକରେ ଗଭୀର କ୍ଷତ ହୋଇଥିଲା।

Ad..


ଗୁରୁତର ଅବସ୍ଥାରେ ଶାନ୍ତିଲତାଙ୍କୁ ତାଙ୍କ ସ୍ଵାମୀ ଚନ୍ଦ୍ର ମୋହନ ନୀଳଗିରି ମେଡିକାଲ୍ କୁ ଆଣିଥିଲେ ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ତେବେ ସ୍ବାମୀ ଅଳ୍ପକେ ଭାଲୁ ଆକ୍ରମଣରୁ ବର୍ତ୍ତି ଯାଇଛନ୍ତି।

Ad..






Edited by k.s thakur...


Post a Comment

Previous Post Next Post