ନୂଆପଡ଼ା ଉପନିର୍ବାଚନ: ୫ଟା ସୁଦ୍ଧା ୭୫.୩୭ ପ୍ରତିଶତ ହୋଇଛି ଭୋଟିଂ...

ନୂଆପଡ଼ା ଉପନିର୍ବାଚନ: ୫ଟା ସୁଦ୍ଧା ୭୫.୩୭ ପ୍ରତିଶତ ହୋଇଛି ଭୋଟିଂ...


ନୂଆପଡ଼ା,୧୧/୧୧ : ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ ଚାଲିଛି। ୩୫୮ ଟି ମତଦାନ କେନ୍ଦ୍ରରେ ୨.୫୩ ଲକ୍ଷରୁ ଅଧିକ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରୁଛନ୍ତି। 

Ad..


ତେବେ ଆଜି ୫ଟା ସୁଦ୍ଧା ୭୫.୩୭ ପ୍ରତିଶତ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିଛନ୍ତି। ଏହି ନିର୍ବାଚନରେ ଶାସକ ବିଜେପି, ବିଜେଡି, କଂଗ୍ରେସ ସମେତ ମୋଟ ୧୧ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି।

       Ad..


ସୂଚନା ଯୋଗ୍ୟ; ନୂଆପଡ଼ାରେ ବିଧାୟକ ଥିବା ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ଆଜି ଏହି ଉପନିର୍ବାଚନ ହେଉଛି। 

Ad..


ତିନି ପ୍ରମୁଖ ଦଳ ବିଜେପି-ବିଜେଡି ଓ କଂଗ୍ରେସର ପ୍ରାର୍ଥୀଙ୍କୁ ମିଶାଇ ମଇଦାନରେ ୧୪ ଜଣ ଥିବାବେଳେ ସେମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ୨ ଲକ୍ଷ ୫୩ ହଜାର ୬୨୪ ଜଣ ଭୋଟର। ଆସନ୍ତା ୧୪ ତାରିଖରେ ପ୍ରକାଶ ପାଇବ ଫଳ।

Ad..





Edited by k.s thakur...

Post a Comment

Previous Post Next Post