‘ସମୀକ୍ଷା’ ପୋର୍ଟାଲ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ...

‘ସମୀକ୍ଷା’ ପୋର୍ଟାଲ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ...


ଭୁବନେଶ୍ଵର,୨୯/୦୧(ନି.ପ୍ର): ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଷଷ୍ଠ ରାଜ୍ୟ ଅର୍ଥ କମିଶନର ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି।

        Ad.. 


ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ସମୀକ୍ଷା’ ପୋର୍ଟାଲର ମଧ୍ୟ ଉନ୍ମୋଚନ କରିଛନ୍ତି।ଏହି ପୋର୍ଟାଲ ରାଜ୍ୟ ଅର୍ଥ କମିଶନ (SFC) ଏବଂ କେନ୍ଦ୍ର ଅର୍ଥ କମିଶନ (CFC) ଅନୁଦାନ ଅଧୀନସ୍ଥ ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ୱୟନର ଅଗ୍ରଗତି ବିଷୟରେ ପ୍ରକୃତ ସୂଚନା ପ୍ରଦାନ କରିବ।

       Ad..


ନାଗରିକ, ନିର୍ବାଚିତ ପ୍ରତିନିଧି କିମ୍ବା ଯେକୌଣସି ବ୍ୟକ୍ତି https://samikshya.odisha.gov.in ଲିଙ୍କ୍ ମାଧ୍ୟମରେ ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ୱୟନର ପ୍ରଗତି ତଦାରଖ କରିପାରିବେ।

Ad..





Edited by k.s thakur...

Post a Comment

Previous Post Next Post