ଅଦାଲତ ଅବମାନନା ମାମଲାରେ ସଚିବ ଉଷା ପାଢ଼ୀଙ୍କୁ ହାଇକୋର୍ଟଙ୍କ ହାଜିରା ନିର୍ଦ୍ଦେଶ...

ଅଦାଲତ ଅବମାନନା ମାମଲାରେ ସଚିବ ଉଷା ପାଢ଼ୀଙ୍କୁ ହାଇକୋର୍ଟଙ୍କ ହାଜିରା ନିର୍ଦ୍ଦେଶ...


ଭୁବନେଶ୍ଵର,୨୪/୦୧ : ଅଦାଲତ ଅବମାନନା ମାମଲାରେ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ଓଡିଶା ହାଇକୋର୍ଟ ହାଜିରା ନିର୍ଦ୍ଦେଶ ଦେଇଛନ୍ତି।ଖାଲି ଏତିକି ନୁହେଁ ସଚିବଙ୍କ ସହ ପୌର ପ୍ରଶାସନ ନିର୍ଦ୍ଦେଶକ ଗଗନ ବିହାରୀ ସ୍ବାଇଁ...

Ad..


ଟାଉନ ପ୍ଲାନିଂ ନିର୍ଦ୍ଦେଶକ ତଥା ସ୍ବତନ୍ତ୍ର ସଚିବ ସୁଶାନ୍ତ ମିଶ୍ର, କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଓ ସାହେବ ସିନ୍ଦେ ଓ ଆଠଗଡ଼ ସ୍ଵତନ୍ତ୍ର ପ୍ଲାନିଂ ଅଥରିଟିର କର୍ତ୍ତୃପକ୍ଷଙ୍କୁ ମଧ୍ୟ ପରବର୍ତ୍ତୀ ଶୁଣାଣିରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

Ad..


ହାଜିରା ସୁନିଶ୍ଚିତ ପାଇଁ ପୋଲିସ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ୩୦ ତାରିଖ ସକାଳ ୧୦ଟା ୩୦ରେ ହାଜର ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । 

Ad..


ଜାନୁଆରି ୩୦ ତାରିଖରେ ସେମାନେ ହାଜର ହୋଇ ପୂର୍ବ ନିର୍ଦ୍ଦେଶ କାହିଁକି ପାଳନ କରାଯାଇ ନାହିଁ ସେ ନେଇ ସ୍ପଷ୍ଟୀକରଣ ରଖିବେ । ତେବେ ଏହା ମଧ୍ୟରେ ଅଦାଲତଙ୍କ ନିର୍ଦ୍ଦେଶ ପାଳନ କରିଥିଲେ ଆଉ ସେ ହାଜର ହେବେନି ।



Edited by k.s thakur....

Post a Comment

Previous Post Next Post