ମାଓବାଦୀଙ୍କୁ ଡିଜିପିଙ୍କ ଶେଷ ଚେତାବନୀ: 'ବନ୍ଧୁକ ଛାଡି ମୁଖ୍ୟ ସ୍ରୋତରେ ସାମିଲ ହୁଅ, ନହେଲେ...

ମାଓବାଦୀଙ୍କୁ ଡିଜିପିଙ୍କ ଶେଷ ଚେତାବନୀ: 'ବନ୍ଧୁକ ଛାଡି ମୁଖ୍ୟ ସ୍ରୋତରେ ସାମିଲ ହୁଅ, ନହେଲେ...


ଭୁବନେଶ୍ୱର,୨୮/୦୨(ନି.ପ୍ର): ମାଓବାଦୀଙ୍କୁ ଡିଜିପିଙ୍କ ଶେଷ ଚେତାବନୀ। ଜଙ୍ଗଲରେ ଆଉ ଚାଲିବନି ଜଙ୍ଗଲରାଜ।ବନ୍ଧୁକ ଛାଡି ମୁଖ୍ୟ ସ୍ରୋତରେ ସାମିଲ ହୁଅ । ହିଂସା ଛାଡି ଅହିଂସାର ରାସ୍ତା ଆପଣାଅ। ନହେଲେ ଜେସାକୁ ତେସା ନୀତି ଆପଣାଇବା ଓଡିଶା ପୋଲିସ।

Ad..


କେନ୍ଦ୍ର ସରକାରଙ୍କ ଦ୍ବାରା ଆରମ୍ଭ ହୋଇଥିବା ମାଓ ଦମନ ଅଭିଯାନର ସମୟସୀମା ମାର୍ଚ୍ଚ ମାସ ୨୦୨୬ରେ ସରିବାକୁ ଯାଉଥିବାବେଳେ ମାଓ ଅପରେସନକୁ ଆହୁରି ଜୋରଦାର କରାଯାଇଛି। 
   Ad..
ସରକାରଙ୍କ ପକ୍ଷରୁ ଯେଉଁ ପୁନର୍ବାସ ଯୋଜନା କରାଯାଇଛି ତା'ର ଫାଇଦା ନେବାକୁ ଅପିଲ କରିଛନ୍ତି ପୋଲିସ ଡିଜି।ଏହା ସହ ହତିୟାର ନେଇ ଆତ୍ମସମର୍ପଣ କଲେ ମିଳିବ ସରକାରୀ ସହାୟତା। କିନ୍ତୁ ହିଂସା ପଥ ଆପଣାଇଲେ ପରିସ୍ଥିତି ଭୟଙ୍କର ହେବ ବୋଲି ଚେତାବନୀ ଦେଇଛନ୍ତି ଡିଜିପି ୱାଇ.ବି. ଖୁରାନିଆ।



Edited by k.s thakur...

Post a Comment

Previous Post Next Post