ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ... ଭୁବନେଶ୍ଵର,୦୯/୦୫(ନି.ପ୍ର) : ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ନେଇ ଭାରତୀୟ...
ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ...
ଭୁବନେଶ୍ଵର,୦୯/୦୫(ନି.ପ୍ର) : ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ନେଇ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ସୂଚନା ଦିଆଯାଇଛି । IMDର ରିପୋର୍ଟ ଅନୁଯାୟୀ, ଏହି ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ପ୍ରାୟ ଦେଢ଼ କିମି ଉଚ୍ଚ ପର୍ଯ୍ୟନ୍ତ ବ୍ୟାପି ରହିଛି।
Ad..
ବର୍ତମାନର ପାଗ ପରିସ୍ଥିତି ଅନୁକୂଳ ରହିଥିବାରୁ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି।ପାଣିପାଗ ବିଭାଗ ଆକଳନ କରିଛି ଯେ ଘୂର୍ଣ୍ଣିବଳୟଟି ଧୀରେ ଧୀରେ ଘନୀଭୂତ ହୋଇ ୧୨ କିମ୍ବା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ରର ରୂପ ନେଇପାରେ।
Ad..
Ad..
Edited by k.s thakur...





No comments