Page Nav

HIDE

Classic Header

{fbt_classic_header}

Breaking News:

latest
Header ADS

ପାଖେଇ ଆସୁଛି ମହାପ୍ରଭୁଙ୍କ ରଥଯାତ୍ରା : ସିସିଟିଭି ନଜରରେ ରହିବ ବଡ଼ଦାଣ୍ଡ...

ପାଖେଇ ଆସୁଛି ମହାପ୍ରଭୁଙ୍କ ରଥଯାତ୍ରା : ସିସିଟିଭି ନଜରରେ ରହିବ ବଡ଼ଦାଣ୍ଡ... ପୁରୀ,୦୬/୦୫(ନି.ପ୍ର): ପାଖେଇ ଆସୁଛି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା। ରଥଯାତ୍ରା ପ୍ର...

ପାଖେଇ ଆସୁଛି ମହାପ୍ରଭୁଙ୍କ ରଥଯାତ୍ରା : ସିସିଟିଭି ନଜରରେ ରହିବ ବଡ଼ଦାଣ୍ଡ...


ପୁରୀ,୦୬/୦୫(ନି.ପ୍ର): ପାଖେଇ ଆସୁଛି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା। ରଥଯାତ୍ରା ପ୍ରସ୍ତୁତି ନେଇ ପୁରୀ ଏସ୍‌ପି ପ୍ରତୀକ ସିଂହ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। 

Ad..


ଶୃଙ୍ଖଳିତ ଏବଂ ସୁରକ୍ଷିତ ରଥଯାତ୍ରା ପାଇଁ ସ୍ୱତନ୍ତ୍ର ପଦକ୍ଷେପ ନିଆଯାଇଥିବା ଏସ୍‌ପି କହିଛନ୍ତି। ରଥଯାତ୍ରା ପାଇଁ ପୋଲିସ ପକ୍ଷରୁ ଏକାଧିକ କଣ୍ଟ୍ରୋଲ ରୁମ୍‌ ଖୋଲାଯିବ। ଏପରିକି ବଡ଼ଦାଣ୍ଡ ସମ୍ପୂର୍ଣ୍ଣ ସିସିଟିଭି ବଳୟ ମଧ୍ୟରେ ରହିବ ବୋଲି ଏସ୍‌ପି କହିଛନ୍ତି।

    Ad..


ରଥ ସମୟରେ ଶ୍ରଦ୍ଧାଳୁଙ୍କ ପାଇଁ ବଡ଼ଦାଣ୍ଡର ବିଭିନ୍ନ ସ୍ଥାନରେ ଏଲ୍‌ଇଡି ସ୍କ୍ରିନ ଲଗାଯିବ। ଏପରିକି ରଥଯାତ୍ରା ସମୟରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ଗୁଗଲର ସହାୟତା ନିଆଯିବ। ଅନ୍ୟପକ୍ଷେ ରଥ ସମୟରେ ଅମାନିଆ ଅଟୋ ଚାଳକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ପି କହିଛନ୍ତି।

Ad..





Edited by k.s thakur...

No comments