Page Nav

HIDE

Classic Header

{fbt_classic_header}

Breaking News:

latest
Header ADS

ବଙ୍ଗୋମୁଣ୍ଡା ସାମ୍ବାଦିକ ଭବନ ପାଇଁ ଭୂମି ପୂଜନ କଲେ ବିଧାୟକ ଲକ୍ଷ୍ମଣ ବାଗ...

ବଙ୍ଗୋମୁଣ୍ଡା ସାମ୍ବାଦିକ ଭବନ ପାଇଁ ଭୂମି ପୂଜନ କଲେ ବିଧାୟକ ଲକ୍ଷ୍ମଣ ବାଗ... ବଙ୍ଗୋମୁଣ୍ଡା,୧୦/୦୫(ନି.ପ୍ର) : ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଠାରେ ବଙ୍ଗୋମୁଣ୍ଡା ...

ବଙ୍ଗୋମୁଣ୍ଡା ସାମ୍ବାଦିକ ଭବନ ପାଇଁ ଭୂମି ପୂଜନ କଲେ ବିଧାୟକ ଲକ୍ଷ୍ମଣ ବାଗ...


ବଙ୍ଗୋମୁଣ୍ଡା,୧୦/୦୫(ନି.ପ୍ର) : ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଠାରେ ବଙ୍ଗୋମୁଣ୍ଡା ସାମ୍ବାଦିକ ଭବନ ନିର୍ମାଣ ପାଇଁ ଭୂମିପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। 

Ad..


ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଥମେ ବଙ୍ଗୋମୁଣ୍ଡା ଗାଁ ର ଅଧିଷ୍ଠାତ୍ରୀ ଦେବୀ ମାଁ ଦ୍ୱାରସେନି ଙ୍କ ଫଟୋଚିତ୍ର ରେ ପୂଜାର୍ଚ୍ଚନା କରାଯିବା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା।

    Ad..


ସାମ୍ବାଦିକ ସଂଘ ର ସଭାପତି ରଶ୍ମିରଞ୍ଜନ ପୁଟେଲ ଙ୍କ ସଭାପତିତ୍ୱ ରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ,ସମ୍ମାନୀୟ ଅତିଥି ଭାବେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ଙ୍କ ପ୍ରତିନିଧି ତଥା ସିନ୍ଧେକେଲା ସମିତି ସଭ୍ୟ ଭୋଳନାଥ ବେହେରା ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। 

Ad..


ସଂଘର ସାଧାରଣ ସମ୍ପାଦକ ହୁଲେଶ୍ୱର ହଂସ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ। ଏଥିରେ କାର୍ଯ୍ୟକାରୀ ସଭାପତି ଅଶୋକ ନାରାୟଣ ଭୋଇ କୋଷାଧ୍ୟକ୍ଷ ଦୀପକ ଯାଦବ,ଉପସଭାପତି ଅନିଲ ତ୍ରିପାଠୀ...

ଉପଦେଷ୍ଟା ଅଶୋକ ଖମାରୀ,ସୁଶାନ୍ତ ଥନାପତି,ରାଧେଶ୍ୟାମ ମେହେର,ଦୀପକ ପାଣିଗ୍ରାହୀ, ନିତ୍ୟାନନ୍ଦ ପୃଷେଠ, ସ୍ବେଚ୍ଛାସେବୀ ଭକ୍ତବନ୍ଧୁ ସାହୁ ପ୍ରମୁଖ ସହଯୋଗ କରିଥିଲେ।ଏଥିରେ ବିଭିନ୍ନ ସଂଗଠନ ର କର୍ମକର୍ତ୍ତା ମାନେ ସାମିଲ ହୋଇଥିଲେ।



Edited by k.s thakur...

No comments