Page Nav

HIDE

Classic Header

{fbt_classic_header}

Breaking News:

latest
Header ADS

ଭିଜିଲାନ୍ସ ଜାଲରେ ପିଡବ୍ଲୁଡି ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକାଧିକ ସ୍ଥାନରେ ଚଢାଉ...

ଭିଜିଲାନ୍ସ ଜାଲରେ ପିଡବ୍ଲୁଡି ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକାଧିକ ସ୍ଥାନରେ ଚଢାଉ... ଭବାନୀପାଟଣା,୨୦/୦୫(ନି.ପ୍ର): ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି ଆଉ ଜଣ...

ଭିଜିଲାନ୍ସ ଜାଲରେ ପିଡବ୍ଲୁଡି ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକାଧିକ ସ୍ଥାନରେ ଚଢାଉ...


ଭବାନୀପାଟଣା,୨୦/୦୫(ନି.ପ୍ର): ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି ଆଉ ଜଣେ ସରକାରୀ ବାବୁ। ମଙ୍ଗଳବାର ସକାଳୁ ସକାଳୁ କଳାହାଣ୍ଡି ଜିଲା ଧର୍ମଗଡ଼ ପିଡବ୍ଲୁଡି ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (ଏଇଇ) ଭୁବନେଶ୍ୱର ଶବର ଭିଜିଲାନ୍ସ ଜାଲରେ ପଡିଛନ୍ତି।

Ad..


ଭବାନୀପାଟଣା ସ୍ୱତନ୍ତ୍ର ଭିଜିଲାନ୍ସ ଜର୍ଜଙ୍କ ଆଦେଶ ନାମାରେ ଜାରି ଓ ଆୟବହିର୍ଭୁତ ଠୁଳ ଅଭିଯୋଗରେ ଭିଜିଲାନ୍ସର ୬ ଟି ଟିମ ଭବାନୀପାଟଣା ବ୍ଲକ ଗୋଷାଣୀମୁଣ୍ଡା ସ୍ଥିତ ଘରେ, କୁସୁମଖୁଣ୍ଟିରେ ଥିବା ପୈତୃକ ଘର...

    Ad..


ଦୁଆରସୁନି ଓ କିଟ୍ ପଦର ସ୍ଥିତ ଫାର୍ମ ହାଉସ, ଧର୍ମଗଡ ଏବଂ ଭବାନୀପାଟଣା ସ୍ଥିତ ଅଫିସରେ ଚଢ଼ାଉ କରିଛନ୍ତି। ଏଥିରେ ୬ ଡିଏସପି ଓ ୯ ଇନ୍ସପେକ୍ଟର ସାମିଲ ହୋଇଛନ୍ତି। ତେବେ ଆକଳନ ପରେ ସବିଶେଷ ତଥ୍ୟ ମିଳିବ ବୋଲି ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ମିଳିଛି।



Edited by k.s thakur...

No comments