ହୀରାକୁଦର ୧୦ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି...

ହୀରାକୁଦର ୧୦ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି...


ସମ୍ବଲପୁର,୧୦/୦୭(ନି.ପ୍ର) : ହୀରାକୁଦର ୧୦ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି । ଆଜି ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି। 

        Ad..


ପ୍ରଥମ ଦିନରେ ଦୁଇଟି ପର୍ଯ୍ୟାୟରେ ମୋଟ ୧୦ଟି ଗେଟ୍ ଖୋଲାଯାଇଛି । ପ୍ରଥମ ପର୍ଯ୍ୟାୟରେ ୪ଟି ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୬ଟି ଗେଟ୍ ଖୋଲାଯାଇଛି।



Edited by k.s thakur...

Post a Comment

Previous Post Next Post