ଆନ୍ଧ୍ରରେ କୋଭିଡ୍ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ...

ଆନ୍ଧ୍ରରେ କୋଭିଡ୍ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ...


ଭୁବନେଶ୍ଵର,୧୪/୦୭(ନି.ପ୍ର) : ଆନ୍ଧ୍ରରେ କୋଭିଡ୍ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ । ସରକାରୀ ହସ୍ପିଟାଲ ଓ CHCକୁ ସତର୍କ ରହିବାକୁ CDMO ଓ PHOଙ୍କ ନିର୍ଦ୍ଦେଶ ଦିଆଯାଇଛି। 

         Ad..


SARI ରୋଗୀଙ୍କ ପାଇଁ ବାଧ୍ୟତାମୂଳକ କୋଭିଡ୍ ଟେଷ୍ଟ ରହିବ । ILI ରୋଗୀଙ୍କ ମଧ୍ୟରୁ ଅତି କମରେ ୫%ଙ୍କ ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ପରେ ଅକ୍ସିଜେନ, ଔଷଧ ଓ ଜରୁରୀ ଚିକିତ୍ସା ସାମଗ୍ରୀ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ। ଦୈନିକ ରିପୋର୍ଟ ଦାଖଲ କରିବାକୁ ସମସ୍ତ ସ୍ୱାସ୍ଥ୍ୟ ଅନୁଷ୍ଠାନକୁ ଚିଠି କରାଯାଇଛି।


Edited by k.s thakur...

Post a Comment

Previous Post Next Post