ପୁସ୍ତକ ତ୍ରୁଟିକୁ ନେଇ ଉଚ୍ଚସ୍ତରୀୟ ବୈଠକ; ଏଫ୍ଆଇଆର୍ ଦାୟର ପାଇଁ ନିର୍ଦ୍ଦେଶ...
ଭୁବନେଶ୍ଵର,୧୪/୦୭(ନି.ପ୍ର) : ପୁସ୍ତକ ତ୍ରୁଟିକୁ ନେଇ ଉଚ୍ଚସ୍ତରୀୟ ବୈଠକ। ରାଜ୍ୟ ସରକାରୀ ପାଠ୍ୟପୁସ୍ତକରେ ହୋଇଥିବା ତ୍ରୁଟିକୁ ନେଇ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।
Ad..
ଗଣଶିକ୍ଷା ସଚିବଙ୍କ ଚ୍ୟାମ୍ବରରେ SCERT ନିର୍ଦ୍ଦେଶିକା ମଧୁସ୍ମିତା ସାହୁ, ଓସେପା ନିର୍ଦ୍ଦେଶିକା ଅନନ୍ୟା ଦାସ ଏବଂ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହିଛନ୍ତି।ଅନ୍ୟପଟେ ଆଜି କ୍ରାଇମବ୍ରାଞ୍ଚରେ FIR ଦେଇପାରନ୍ତି SCERT ନିର୍ଦ୍ଦେଶିକା।
ଏଫ୍ଆଇଆର୍ ଦାୟର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅନ୍ୟପଟେ ପାଠ୍ୟପୁସ୍ତକ ତ୍ରୁଟି ଷଡ଼ଯନ୍ତ୍ରରେ କେଉଁମାନଙ୍କର ସମ୍ପୃକ୍ତି ରହିଛି ସେନେଇ କ୍ରାଇମ୍ବ୍ରାଞ୍ଚ ଟିମ୍ ଖୋଳତାଡ଼ କରୁଛି।
Edited by k.s thakur...
Tags:
Bhubaneswar


