‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା’ ଅଧୀନରେ ୮୦୦ ଜଣ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଆରମ୍ଭ...
ଭୁବନେଶ୍ୱର,୦୩/୦୯(ନି.ପ୍ର): ଆଜି ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା’ ଅଧୀନରେ ୮୦୦ ଜଣ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଆରମ୍ଭ କରିଛନ୍ତି।
Ad..
ଭୁବନେଶ୍ୱର ନୂଆ ରେଳଷ୍ଟେସନ୍ରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପତାକା ଦେଖାଇ ସ୍ୱତନ୍ତ୍ର ଟ୍ରେନ୍ର ଶୁଭାରମ୍ଭ କରିଛନ୍ତି। ବରିଷ୍ଠ ନାଗରିକମାନେ ବାରଣାସୀ ଓ ଅଯୋଧ୍ୟା ରାମ ମନ୍ଦିର ଦର୍ଶନ କରିବେ।
Edited by k.s thakur...
Tags:
Bhubaneswar


