ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ କୃଷ୍ଣ ରାମ ମହାପାତ୍ରଙ୍କୁ ଛତିଶଗଡ଼ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ...

ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ କୃଷ୍ଣ ରାମ ମହାପାତ୍ରଙ୍କୁ ଛତିଶଗଡ଼ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ...


ଭୁବନେଶ୍ୱର,୦୨/୦୯(ନିପ୍ର): ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ କୃଷ୍ଣ ରାମ ମହାପାତ୍ରଙ୍କୁ ଛତିଶଗଡ଼ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରିବା ପାଇଁ ସୁପ୍ରିମକୋର୍ଟ କଲେଜିୟମ୍ ସୁପାରିସ କରିଛନ୍ତି।

           Ad..


ଗତ ଅଗଷ୍ଟ ୬, ୨୦୨୬ରେ ଅନୁଷ୍ଠିତ କଲେଜିୟମ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ବେଳେ ଅଗଷ୍ଟ ୩୧ରେ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। 

ଛତିଶଗଡ଼ ହାଇକୋର୍ଟର ବର୍ତ୍ତମାନର ମୁଖ୍ୟ ବିଚାରପତି ସେପ୍ଟେମ୍ବର ୪, ୨୦୨୬ରେ ଅବସର ଗ୍ରହଣ କରୁଥିବାରୁ ଏହି ପଦବୀ ପାଇଁ ଜଷ୍ଟିସ ମହାପାତ୍ରଙ୍କ ନାମ ସୁପାରିସ କରାଯାଇଛି।



Edited by k.s thakur...

Post a Comment

Previous Post Next Post